Author bio image

ଗୋପାଳ ଚନ୍ଦ୍ର ସାଓ

ବି.କେ.ସି. କଲୋନୀ, ଦେଉଳି, ବାରିପଦା, ମୟୂରଭଞ୍ଜ


ଓଡିଆ ସାହିତ୍ୟରେ ତାଙ୍କର ଏକନିଷ୍ଠ ସାଧନା ଓ ଲେଖନୀ ଚାଳନା ଅବ୍ୟାହତ ରହିଛି । ତାଙ୍କ ରଚିତ ଅନବଦ୍ୟ ସୃଷ୍ଟି ଗୁଡିକ ଓଡିଆ ବାଣୀଭଣ୍ଡାରକୁ ସମୃଦ୍ଧ କରିପାରିଛି । ବିଭିନ୍ନ ପତ୍ର ପତ୍ରିକାରେ ତାଙ୍କ ଲେଖା ଗୁଡିକ ପୃଷ୍ଠା ମଣ୍ଡନ କରିବା ସହିତ ତାଙ୍କ ସୃଜନୀର ସୃଷ୍ଟି ଗୁଡିକୁ ସେ ବଣମଲ୍ଲୀର ମହକରେ ସମ୍ପାଦିତ କରି ଆସୁଛନ୍ତି ।





(full-width)