Author bio image

ଡଃ ମାଙ୍ଗଳିକା ମହାପାତ୍ର

ପ୍ରାଧ୍ୟାପିକା, ରେଭେନ୍ସା ବିଶ୍ୱବିଦ୍ୟାଳୟ, କଟକ

ଠିକଣା - ପ୍ଲଟ ନଂ ୩୫୩, କିଟ୍ ବିଶ୍ୱବିଦ୍ୟାଳୟ, ଭୁବନେଶ୍ଵର


ଓଡିଆ ସାହିତ୍ୟରେ ତାଙ୍କର ଏକନିଷ୍ଠ ସାଧନା ଓ ଲେଖନୀ ଚାଳନା ଅବ୍ୟାହତ ରହିଛି । ତାଙ୍କ ରଚିତ ଅନବଦ୍ୟ ସୃଷ୍ଟି ଓ ପୁସ୍ତକ ଗୁଡିକ ଓଡିଆ ବାଣୀଭଣ୍ଡାରକୁ ସମୃଦ୍ଧ କରିପାରିଛି । ବିଭିନ୍ନ ପତ୍ର ପତ୍ରିକାରେ ତାଙ୍କ ଲେଖା ଗୁଡିକ ପୃଷ୍ଠା ମଣ୍ଡନ କରିବା ସହିତ ତାଙ୍କ ସୃଜନୀର ସୃଷ୍ଟି ଗୁଡିକୁ ସେ ବଣମଲ୍ଲୀର ମହକରେ ସମ୍ପାଦିତ କରି ଆସୁଛନ୍ତି । ପେଷାରେ ଜଣେ ପ୍ରାଧ୍ୟାପିକା ଭାବେ ଅଧୁନା ରେଭେନ୍ସା ବିଶ୍ଵବିଦ୍ୟାଳୟରେ ଅବସ୍ଥାପିତ ।





(full-width)