Author bio image

ରବିନ୍ ଖଣ୍ଡାୟତରାୟ

କିସ ମାନିତ ବିଶ୍ଵବିଦ୍ୟାଳୟ, ଭୁବନେଶ୍ଵର

ସ୍ଥାୟୀ ଠିକଣା - ପୁରୁଣାଗଡ଼, ଜଗତସିଂହପୁର

ଦୂରଭାଷ - ୯୭୭୬୬୯୨୨୦୭


ଓଡିଆ ସାହିତ୍ୟରେ ତାଙ୍କର ଏକନିଷ୍ଠ ସାଧନା ଓ ଲେଖନୀ ଚାଳନା ଅବ୍ୟାହତ ରହିଛି । ତାଙ୍କ ରଚିତ ଅନବଦ୍ୟ ସୃଷ୍ଟି ଓ ପୁସ୍ତକ ଗୁଡିକ ଓଡିଆ ବାଣୀଭଣ୍ଡାରକୁ ସମୃଦ୍ଧ କରିପାରିଛି । ବିଭିନ୍ନ ପତ୍ର ପତ୍ରିକାରେ ତାଙ୍କ ଲେଖା ଗୁଡିକ ପୃଷ୍ଠା ମଣ୍ଡନ କରିବା ସହିତ ତାଙ୍କ ସୃଜନୀର ସୃଷ୍ଟି ଗୁଡିକୁ ସେ ବଣମଲ୍ଲୀର ମହକରେ ସମ୍ପାଦିତ କରି ଆସୁଛନ୍ତି । ବୃତ୍ତିଗତ ଜୀବନରେ ଭୁବନେଶ୍ୱରରେ ଅବସ୍ଥିତ କିସ୍ ମାନିତ ବିଶ୍ଵବିଦ୍ୟାଳୟର ମୁଖ୍ୟ ଗ୍ରନ୍ଥାଗାରିକ ଭାବେ କାର୍ଯ୍ୟ ନିର୍ବାହ କରି ଆସୁଛନ୍ତି ।





(full-width)