Author bio image

ସର୍ବାଣୀ ଦାସ

ପଥୁରିଆ ସାହି, ପଣ୍ଡିତ ମଠ ନିକଟ, ପୁରୀ


ଓଡିଆ ସାହିତ୍ୟରେ ତାଙ୍କର ଏକନିଷ୍ଠ ସାଧନା ଓ ଲେଖନୀ ଚାଳନା ଅବ୍ୟାହତ ରହିଛି । ତାଙ୍କ ରଚିତ ଅନବଦ୍ୟ ସୃଷ୍ଟି ଓ ପୁସ୍ତକ ଗୁଡିକ ଓଡିଆ ବାଣୀଭଣ୍ଡାରକୁ ସମୃଦ୍ଧ କରିପାରିଛି । ବିଭିନ୍ନ ପତ୍ର ପତ୍ରିକାରେ ତାଙ୍କ ଲେଖା ଗୁଡିକ ପୃଷ୍ଠା ମଣ୍ଡନ କରିବା ସହିତ ତାଙ୍କ ସୃଜନୀର ସୃଷ୍ଟି ଗୁଡିକୁ ସେ ବଣମଲ୍ଲୀର ମହକରେ ସମ୍ପାଦିତ କରି ଆସୁଛନ୍ତି । ଏହା ବ୍ୟତୀତ ସେ ଜଣେ କଣ୍ଠଶିଳ୍ପୀ ଏବଂ ପେଷାରେ ଜଣେ ଆଇନଜୀବି ଅଟନ୍ତି ।




(full-width)