Author bio image

ଶିବ ପ୍ରସାଦ ନାୟକ

ମଙ୍ଗଳାଯୋଡି, ଟାଙ୍ଗି, ଖୋରଧା

ଦୂରଭାଷ - ୮୨୬୦୧୯୧୪୬୫


ଓଡିଆ ସାହିତ୍ୟରେ ତାଙ୍କର ଏକନିଷ୍ଠ ସାଧନା ଓ ଲେଖନୀ ଚାଳନା ଅବ୍ୟାହତ ରହିଛି । ତାଙ୍କ ରଚିତ ଅନବଦ୍ୟ ସୃଷ୍ଟି ଗୁଡିକ ଓଡିଆ ବାଣୀଭଣ୍ଡାରକୁ ସମୃଦ୍ଧ କରିପାରିଛି । ବିଭିନ୍ନ ପତ୍ର ପତ୍ରିକାରେ ତାଙ୍କ ଲେଖା ଗୁଡିକ ପୃଷ୍ଠା ମଣ୍ଡନ କରିବା ସହିତ ତାଙ୍କ ସୃଜନୀର ସୃଷ୍ଟି ଗୁଡିକୁ ସେ ବଣମଲ୍ଲୀର ମହକରେ ସମ୍ପାଦିତ କରି ଆସୁଛନ୍ତି । ଏହାଛଡା ଜ୍ୟୋତିଷ ଶାସ୍ତ୍ର ଓ ବାସ୍ତୁ ଶାସ୍ତ୍ର ସମ୍ବନ୍ଧୀୟ ଅଧ୍ୟୟନରେ ସେ ନିଜକୁ ନିୟୋଜିତ ରଖି ଆସୁଛନ୍ତି ।




(full-width)