Author bio image

ସୁରଞ୍ଜନ ପାତ୍ର

ନୂଆଗାଁ, ଶିଙ୍ଗାଖୁଣ୍ଟା, ସୋର, ବାଲେଶ୍ଵର

ଦୂରଭାଷ - ୮୧୧୭୮୦୫୯୫୯


ଓଡିଆ ସାହିତ୍ୟରେ ତାଙ୍କର ଏକନିଷ୍ଠ ସାଧନା ଓ ଲେଖନୀ ଚାଳନା ଅବ୍ୟାହତ ରହିଛି । ତାଙ୍କ ରଚିତ ଅନବଦ୍ୟ ସୃଷ୍ଟି ଓ ପୁସ୍ତକ ଗୁଡିକ ଓଡିଆ ବାଣୀଭଣ୍ଡାରକୁ ସମୃଦ୍ଧ କରିପାରିଛି । ବିଭିନ୍ନ ପତ୍ର ପତ୍ରିକାରେ ତାଙ୍କ ଲେଖା ଗୁଡିକ ପୃଷ୍ଠା ମଣ୍ଡନ କରିବା ସହିତ ତାଙ୍କ ସୃଜନୀର ସୃଷ୍ଟି ଗୁଡିକୁ ସେ ବଣମଲ୍ଲୀର ମହକରେ ସମ୍ପାଦିତ କରି ଆସୁଛନ୍ତି । ଏହାଛଡା "ନୀହାରକନ୍ୟା ସାହିତ୍ୟ ସଂସଦ" ଗଠନ କରି ଏହାର ସମ୍ପାଦନା ଦାୟିତ୍ଵ ନିର୍ବାହ କରିବା ସହ ଓଡିଆ ସାହିତ୍ୟର ସମୃଦ୍ଧି ଦିଗରେ ନିଜକୁ ଉତ୍ସର୍ଗ କରି ଆସୁଛନ୍ତି ।




(full-width)