Author bio image

ତପନ ଦୀକ୍ଷିତ (ବେଳାଭୂମି)

ନାସିକେଶ୍ଵର, କାକଟପୁର, ପୁରୀ


ଓଡିଆ ସାହିତ୍ୟରେ ତାଙ୍କର ଏକନିଷ୍ଠ ସାଧନା ଓ ଲେଖନୀ ଚାଳନା ଅବ୍ୟାହତ ରହିଛି । ତା'ଙ୍କ କବିତାର ଆବେଗରେ ପାଠକ ସର୍ବଦା ରୋମାଞ୍ଚିତ ହୁଏ । ତାଙ୍କ ରଚିତ ଅନବଦ୍ୟ ସୃଷ୍ଟି ଓ ପୁସ୍ତକ ଗୁଡିକ ଓଡିଆ ବାଣୀଭଣ୍ଡାରକୁ ସମୃଦ୍ଧ କରିପାରିଛି । ବିଭିନ୍ନ ପତ୍ର ପତ୍ରିକାରେ ତାଙ୍କ ଲେଖା ଗୁଡିକ ପୃଷ୍ଠା ମଣ୍ଡନ କରିବା ସହିତ ତାଙ୍କ ସୃଜନୀର ସୃଷ୍ଟି ଗୁଡିକୁ ସେ ବଣମଲ୍ଲୀର ମହକରେ ସମ୍ପାଦିତ କରି ଆସୁଛନ୍ତି ।





(full-width)